ଭଗବାନ ଶନିଦେବ ହେବେ ମାର୍ଗି ଚଳନ ଏହି ରାଶିରେ ଆସିଲା ଶୁଭ ଦିନ

କୌଣସି ଗ୍ରହର ଦଶାଦିଶରେ ଅଦଳ ବଦଳ ହୋଇଥାଏ ତେବେ ନିଶ୍ଚିତ ଭାବରେ ତାହାର ପ୍ରଭାବ ମନୁଷ୍ୟର ଜୀବନ ଉପରେ ପଡ଼ିଥାଏ। କିନ୍ତୁ ଆମ୍ଭେ ଏହି ପ୍ରଭାବକୁ ବୁଝି ପାରିନଥାଉ। ଯାହା ଫଳରେ ଆମ ସହିତ କିଛି ଘଟଣା ଘଟି ଯାଇଥାଏ। କିନ୍ତୁ ଏହି ଠାରେ ଆମେ କହି ଦେଉଛୁ ଯେ ପ୍ରତ୍ୟକ ଗ୍ରହର ପ୍ରଭାବ ଆମର ଜୀବନ ଉପରେ ପଡ଼ିଥାଏ।

ତେବେ ଆସନ୍ତୁ ଆଜି ଆମେ ଆପଣଙ୍କୁ ଭଗବାନ ଶନିଗ୍ରହ ବିଷୟରେ କହିବାକୁ ଯାଉଛୁ। ତେବେ ବନ୍ଧୁଗଣ ଆମର ହିନ୍ଦୁ ଧର୍ମରେ ଭଗବାନ ଶନିଦେବଙ୍କୁ ନ୍ୟାୟର ଦେବତା ବୋଲି କୁହାଯାଏ। ଶନିଦେବ ଯେତେବେଳେ କାହାର ଉପରେ ଖୁସି ହୁଅନ୍ତି ତେବେ ସେହି ମନୁଷ୍ୟର ସମୟ ବହୁତ ଅଧିକ ଭଲ ହେବା ଆରମ୍ଭ ହୋଇଥାଏ। ଶନିଦେବଙ୍କ ପ୍ରକୋପ ଯେତେ ଅଧିକ ପଡ଼ିଥାଏ ତାହା ଠାରୁ ଅଧିକ ସେହି ଲୋକମାନଙ୍କୁ ଖୁସି ଦେଇଥାଏ।

ଭଗବାନ ଶନିଦେବ କାହାର ଶତୃ ନୁହନ୍ତି ବରଂ ମିତ୍ର ଅଟନ୍ତି। ଶନିଦେବ ଜଣେ ନ୍ୟାୟ ପ୍ରିୟ ଗ୍ରହ ଅଟନ୍ତି। ଯିଏକି ପ୍ରତ୍ୟକ ପ୍ରାଣୀ ସହିତ ନ୍ୟାୟ କରିଥାନ୍ତି। କିନ୍ତୁ ଯେଉଁ ଲୋକମାନେ ଅନ୍ୟାୟ ଏବଂ ଭୁଲ କାର୍ଯ୍ୟ କରନ୍ତି ସେମାନଙ୍କୁ ଭଗବାନ ଶନିଦେବଙ୍କର ଦଣ୍ଡ ଭୋଗିବାକୁ ପଡ଼ିଥାଏ। ଆପଣଙ୍କୁ କହିଦେଉଛୁ ଯେ ଯେତେବେଳେ ଶନିଦେବ ନିଜର ଚଳନ ପରିବର୍ତନ କରନ୍ତି ତେବେ ସେ ରାଶି ମାନଙ୍କର ଅନୁସାରେ କାହାର ଉପରେ ଭାରି ପଡ଼ନ୍ତି ଏବଂ କାହାର ଉପରେ ଖୁସି ହୁଅନ୍ତି।

ଏମିତିରେ ସବୁ ୧୨ ରାଶି ମାନଙ୍କର ଉପରେ ଶନିଙ୍କର ପ୍ରଭାବ ରହିଥାଏ। କିନ୍ତୁ ଏହି ମାସରେ ଜ୍ୟୋତିଷଙ୍କ ଅନୁସାରେ ଏମିତି କିଛି ରାଶି ରହିଛି ଯାହାର ଉପରେ ଭଗବାନ ଶନିଦେବଙ୍କର ଆଗାମୀ ୨୧ ବର୍ଷ ପର୍ଯ୍ୟନ୍ତ ଅତ୍ୟନ୍ତ ଖୁସିପୂର୍ଣ ରହିବେ ବୋଲି କୁହାଯାଇଛି। ତେବେ ଆସନ୍ତୁ ଜାଣିବା କଣ ସହି ରାଶି ଗୁଡ଼ିକ।

ମେଷ ରାଶି:

Image result for mesha rashi

 

 

 

ଏହି ରାଶି ଉପରେ ଶନିଦେବ ଖୁସିରେ ରହିବେ। ଏହି ରାଶିକୁ ଚିନ୍ତା କରିବାର ଏବେ ଆଉ କୌଣସି ଆବଶ୍ୟକତା ନାହିଁ। ଏହି ରାଶି ଉପରେ ଭଗବାନ ଶନିଦେବଙ୍କର ଅସୀମ କୃପା ହେବ। ଏବଂ ଏହା ପୁଣି ସମ୍ପୂର୍ଣ ୨୧ ବର୍ଷ ପର୍ଯ୍ୟନ୍ତ ।ଏହାର ମଝିରେ ଏହି ରାଶିର ଲୋକମାନଙ୍କୁ ଧନର କୌଣସି ଅଭାବ ରହିବ ନାହିଁ। ଏମାନଙ୍କର ସବୁ ମନସ୍କାମନା ଭଗବାନ ଶନିଦେବ ପୂରଣ କରିଦେବେ। କିନ୍ତୁ ଏଥିରେ ଗୋଟିଏ ସର୍ତ୍ତ ଅଛି ଯେ ଏବଂ ତାହା ହେଉଛି ଏମାନଙ୍କୁ ଭଗବାନ ଶନିଦେବଙ୍କର ଉପରେ ସମ୍ପୂର୍ଣ ଭରସା ଏବଂ ବିଶ୍ୱାସ ରଖିବା ଉଚିତ।

ସିଂହ ରାଶି:

Image result for sinha rashi

ଭଗବାନ ଶନିଦେବଙ୍କର କୃପା ଏହି ସିଂହ ରାଶିର ଉପରେ ବର୍ଷା ହେବ। ଏବଂ ଏମାନଙ୍କର ଭିତରେ କୌଣସି ପ୍ରକାରରେ ଆତ୍ମବିଶ୍ୱାସର ଆଉ ଅଭାବ ରହିବ ନାହିଁ। ଏମାନଙ୍କର ସବୁ ମନସ୍କାମନା ଭଗବାନ ଶନିଦେବଙ୍କର ଦ୍ବାରା ପୁରଣ ହୋଇଯିବ। କିନ୍ତୁ ଗୋଟିଏ କଥାର ଧ୍ୟାନ ରଖନ୍ତୁ ଯେ ଆପଣଙ୍କୁ ସମ୍ପୂର୍ଣ ପରିଶ୍ରମ ଏବଂ ମନ ଧ୍ୟାନ ଦେଇ ନିଜର କାର୍ଯ୍ୟ ଉପରେ ଧ୍ୟାନ ଦେବା ନିହାତି ଦରକାର।

କନ୍ୟା ରାଶି:

ଆପଣଙ୍କର ଉଧାର ଭଗବାନ ଶନିଦେବ ଶେଷ କରିବେ। କିନ୍ତୁ ଗୋଟିଏ ସର୍ତ୍ତ ରହିଛି ଯେ ଆପଣଙ୍କୁ ନିଜର ସମୟ ନିଜର ଜୀବନସାଥୀଙ୍କର ସହିତ କାଟିବାକୁ ପଡ଼ିବ। ତେବେ ଯାଇ ଭଗବାନ ଶନିଦେବଙ୍କର କୃପା ଦ୍ବାରା ଆପଣଙ୍କର ସାରା ଜୀବନ ସୁଖମୟ ରହିବ। ଏବଂ ଆପଣଙ୍କର ସବୁ ଅଟକି ରହିଥିବା କାର୍ଯ୍ୟ ପୁରଣ ହୋଇଯିବ। ଯଦି ଆପଣଙ୍କର ଏବେ ପର୍ଯ୍ୟନ୍ତ ବିବାହ ହୋଇନାହିଁ ତେବେ ଆପଣ ନିଜର ମାତା ପିତାଙ୍କର ସହିତ ଅଧିକ ସମୟ କାଟିବାକୁ ଚେଷ୍ଟା କରନ୍ତୁ।

ତୁଳା ରାଶି:

ସଫଳତା ଆପଣଙ୍କର କବାଟ ସାମ୍ନାରେ ଛିଡା ହୋଇଛି। ଆପଣଙ୍କୁ କେବଳ ଏତିକି କରିବାକୁ ପଡ଼ିବ ଯେ କୌଣସି କଳି ଝଗଡା ଠାରୁ ଆପଣ ଦୂରେଇ ରୁହନ୍ତୁ। ତେବେ ଯାଇ ଆପଣଙ୍କର ଘର ପରିବାରରେ ସୁଖ ଶାନ୍ତି ଲାଗି ରହିବ। ଭଗବାନ ଶନିଦେବଙ୍କର କୃପାରୁ ବ୍ୟର୍ଥ କାମରୁ ନିବୃତ ହୋଇ ନିଜର କାର୍ଯ୍ୟ ଉପରେ ବିଶେଷ ଭାବରେ ଧ୍ୟାନ ଦିଅନ୍ତୁ। ଶନିଦେବଙ୍କର କୃପାରୁ ସମ୍ପୂର୍ଣ ୨୧ ବର୍ଷ ପର୍ଯ୍ୟନ୍ତ ଆପଣଙ୍କର ଜୀବନରେ ସବୁ ପ୍ରକାରର ସୁଖ ଲାଗି ରହିବ।

କର୍କଟ ରାଶି:

ଏହି ରାଶି ଉପରେ ଶନିଦେବ ଖୁସିରେ ରହିବେ। ଏମାନଙ୍କୁ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଏହି ରାଶି ଉପରେ ପ୍ରଭୁ ଶନିଦେବଙ୍କର କୃପା ଅସୀମ କୃପା ହେବ। ଏବଂ ତା ପୁଣି ସମ୍ପୂର୍ଣ ୨୧ ବର୍ଷ ପର୍ଯ୍ୟନ୍ତ। ତେବେ ଏହାର ମଝିରେ ମଝିରେ ଏହି ରାଶିର ଲୋକମାନଙ୍କୁ ଧନର କୌଣସି ଅଭାବ ରହିବ ନାହିଁ। ଏବଂ ଏମାନଙ୍କର ସବୁ ଅଟକି ରହିଥିବା କାର୍ଯ୍ୟ ଜୋରସୋରରେ ଚାଲୁ ହେବ।

କୁମ୍ଭ ରାଶି:

ଭଗବାନ ଶନିଦେବଙ୍କର କୃପାରୁ ଆପଣଙ୍କର ଜୀବନସାଥୀଙ୍କର ସହିତ ଆପଣଙ୍କର ସମ୍ବୋଦ୍ଧ ବହୁତ ମଜବୁତ ରହିବ। ଏବଂ ଏହି ବର୍ଷ ଆପଣ ନୁଆ ବାହାନ କିଣିବାର ମନ ବଳାଇ ପାରନ୍ତି। ଏହି ବର୍ଷ ଧାର୍ମିକ ଯାତ୍ରା କରିବାର ଯୋଗ ମଧ୍ୟ ରହିଛି। ଭଗବାନ ଶନିଦେବଙ୍କର କୃପାରୁ ଆପଣଙ୍କର ଘର ଉପରେ ସର୍ବଦା ସୁଖ ଶାନ୍ତି ଓ ସମୃଦ୍ଧି ଲାଗି ରହିବ।

ଶନିଦେବଙ୍କ ଆଶୀର୍ବାଦ ଲାଭ କରିବା ପାଇଁ ହୃଦୟରୁ ଗୋଟେ ଲାଇକ ଏବଂ ଶେୟାର ନିଶ୍ଚିନ୍ତ କରନ୍ତୁ | ଏବଂ ମନରେ ଭକ୍ତି ଥିଲେ ଲେଖିଦିଅନ୍ତୁ ” ଜୟ ଶନିଦେବ “

Leave a Reply

Your email address will not be published. Required fields are marked *